1 Samuel 13:19 — Compare Translations
5 translations compared side by side
Odia - 1840
"କୌଣସି ଇଶ୍ରାୟେଲୀୟ କମାର କାମ କରୁ ନ ଥିଲେ। କାରଣ ପଲେଷ୍ଟୀୟମାନେ ଇଶ୍ରାୟେଲୀୟମାନଙ୍କୁ ଲୌହ କର୍ମ ଶିଖାଇ ନଥିଲେ ସମାନଙ୍କେର ଭୟଥିଲା ଏହାଦ୍ବାରା ଇଶ୍ରାୟେଲୀୟମାନେ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲା; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ଼୍ଗ ବା ବର୍ଚ୍ଛା ନିର୍ମାଣ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଇସ୍ରାଏଲୀୟ କମାର କାମ କରୁ ନ ଥିଲେ। କାରଣ ପଲେଷ୍ଟୀୟମାନେ ଇସ୍ରାଏଲୀୟମାନଙ୍କୁ ଲୌହ କର୍ମ ଶିଖାଇ ନ ଥିଲେ ସେମାନଙ୍କର ଭୟଥିଲା ଏହା ଦ୍ୱାରା ଇସ୍ରାଏଲୀୟମାନେ ଖଡ଼୍ଗ ବା ବର୍ଚ୍ଛା ନିର୍ମାଣ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;