1 Samuel 13:2 — Compare Translations
5 translations compared side by side
Odia - 1840
"ଶାଉଲ ଇଶ୍ରାୟେଲରକ୍ସ୍ଟ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ଯରକ୍ସ୍ଟ 2,000 ମିକ୍ମସ୍ ରେ ବୈଥେଲ୍ର ପାର୍ବତ୍ଯ ଅଞ୍ଚଳ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିଯାର ଯୋନାଥନ ସହିତ ବିନ୍ଯାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ଯମାନଙ୍କୁ ଆପଣା ଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିବାକୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବୈଥେଲ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଇସ୍ରାଏଲରୁ 3000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2000 ମିକ୍ମସ୍ରେ ବୈଥେଲ୍ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବେଥେଲ୍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।
Odia IRV 2017 (ଓଡିଆ ବାଇବେଲ)