1 Samuel 13:20 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ କବଳେ ଲକ୍ସ୍ଟହା ଶାଣ ଦବୋ କାମ ଛକ୍ସ୍ଟରୀ, ଫାଳ, କକ୍ସ୍ଟରାଢି ଓ କୋଡି ପ୍ରଭୃତି ରେ ଇଶ୍ରାୟେଲୀୟମାନେ ସଠାେକକ୍ସ୍ଟ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ କେବଳ ଲୁହା ଶାଣ ଦେବା କାମ ଛୁରୀ, ଫାଳ, କୁହ୍ରାଡ଼ି ଓ କୋଡ଼ି ପ୍ରଭୃତିରେ ଇସ୍ରାଏଲୀୟମାନେ ସେଠାକୁ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;