1 Samuel 13:21 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ଫାଳ ଓ କୋଦାଳ ଶାଣ କରିବା ପାଇଁ ଏକ ତୃତୀଯାଂଶ ପାଉନସ୍ ରୂପା ଏବଂ କକ୍ସ୍ଟରାଢୀ ଗଇଁତି ଶାଣ କରିବା ପାଇଁ ଏକ ଷଷ୍ଠାଂଶ ପାଉନସ୍ ରୂପା ନେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା) ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଫାଳ ଓ କୋଦାଳ ଶାଣ କରିବା ପାଇଁ ଏକ ତୃତୀୟାଂଶ ପାଉନସ୍ ରୂପା ଏବଂ କୁହ୍ରାଡ଼ି ଗଇଁତି ଶାଣ କରିବା ପାଇଁ ଏକ ଷଷ୍ଠାଂଶ ପାଉନସ୍ ରୂପା ନେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।