1 Samuel 13:22 — Compare Translations

5 translations compared side by side

Odia - 1840
"ଏଣୁ ୟକ୍ସ୍ଟଦ୍ଧ ସମୟରେ କୌଣସି ଇଶ୍ରାୟେଲୀୟଙ୍କ ପାଖ ରେ ଖଡ୍ଗ କିମ୍ବା ବର୍ଚ୍ଛା ନ ଥିଲା, କବଳେ ଶାଉଲ ଏବଂ ତାଙ୍କ ପକ୍ସ୍ଟତ୍ର ଯୋନାଥନଙ୍କ ପାଖ ରେ ଲୌହ ଅସ୍ତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ଼୍‍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯୁଦ୍ଧ ସମୟରେ କୌଣସି ଇସ୍ରାଏଲୀୟଙ୍କ ପାଖରେ ‌‌ଖ‌ଡ଼୍‌ଗ କିମ୍ବା ବର୍ଚ୍ଛା ନ ଥିଲା, କେବଳ ଶାଉଲ ଏବଂ ତାଙ୍କ ପୁତ୍ର ଯୋନାଥନଙ୍କ ପାଖରେ ଲୌହ ଅସ୍ତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।