1 Samuel 13:23 — Compare Translations
5 translations compared side by side
Odia - 1840
"ଏ ସମୟରେ ପଲେଷ୍ଟୀୟ ସୈନ୍ଯଦଳ ମିକ୍ମସ୍ ଘାଟୀକକ୍ସ୍ଟ ଜଗିବାକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍ମସ୍ ଘାଟୀକି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ସମୟରେ ପଲେଷ୍ଟୀୟ ସୈନ୍ୟଦଳ ମିକ୍ମସ୍ ଘାଟୀକୁ ଜଗିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍ମସ୍ ଘାଟିକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ ଦଳ ବାହାର ହୋଇ ମିକ୍ମସ୍ ଘାଟୀକୁ ଗଲେ।