1 Samuel 13:3 — Compare Translations
5 translations compared side by side
Odia - 1840
"ଯୋନାଥନ ଗବୋସ୍ଥିତ ପଲେଷ୍ଟୀୟ ପ୍ରହରୀ ସୈନ୍ଯଦଳକକ୍ସ୍ଟ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶକ୍ସ୍ଟଣି କହିଲେ, ଏବ୍ରୀଯ ଲୋକମାନେ ବିଦ୍ରୋହ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ । ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟ ପ୍ରହରୀ ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣି କହିଲେ, “ଏବ୍ରୀୟ ଲୋକମାନେ ବିଦ୍ରୋହ କରିଛନ୍ତି।” ଶାଉଲ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ” ଏହା ତୂରୀ ବଜାଇ ସର୍ବତ୍ର କହି ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ।