1 Samuel 13:4 — Compare Translations

5 translations compared side by side

Odia - 1840
"ସମସ୍ତ ଇଶ୍ରାୟେଲୀୟ ଏ ସମ୍ବାଦ ଶୁଣିଲେ। ସମାନେେ କହିଲେ, ଶାଉଲ ପଲେଷ୍ଟୀୟ ନେତାଙ୍କୁ ହତ୍ଯା କରିଛନ୍ତି। ବର୍ତ୍ତମାନ ପଲେଷ୍ଟୀୟମାନେ ପ୍ରକୃତ ରେ ଇଶ୍ରାୟେଲୀୟମାନଙ୍କୁ ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ଵରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ । ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍ଗଲ୍ରେ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଇସ୍ରାଏଲୀୟ ଏ ସମ୍ବାଦ ଶୁଣିଲେ। ସେମାନେ କହିଲେ, “ଶାଉଲ ପଲେଷ୍ଟୀୟ ନେତାଙ୍କୁ ହତ୍ୟା କରିଛନ୍ତି। ବର୍ତ୍ତମାନ ପଲେଷ୍ଟୀୟମାନେ ପ୍ରକୃତରେ ଇସ୍ରାଏଲୀୟମାନଙ୍କୁ ଘୃଣା କରନ୍ତି।” ଇସ୍ରାଏଲୀୟମାନେ ଶାଉଲଙ୍କ ସହ ଗି‌ଲ୍‌ଗ‌ଲ୍‌ରେ ଏକତ୍ରିତ ହେବାକୁ ଡକା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)