1 Samuel 13:5 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ବାରୋହୀ ଥିଲେ ଓ ସମକ୍ସ୍ଟଦ୍ର ତୀରର ବାଲିଭଳି ସୈନିକ ଥିଲେ। ସମାନେେ ଆସି ମିକ୍ମସ୍ ରେ ବୈଥାବନର ପୂର୍ବଦିଗ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ଵାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକାରଣ୍ୟ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବୈଥାବନ୍ର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ୍ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଥିଲେ ଓ ସମୁଦ୍ର ତୀରର ବାଲିଭଳି ସୈନିକ ଥିଲେ। ସେମାନେ ଆସି ମିକ୍ମସ୍ରେ ବୈଥାବନର ପୂର୍ବଦିଗରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।