1 Samuel 13:6 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ଆପଣାମାନଙ୍କ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗକ୍ସ୍ଟମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ଯାନ୍ଯ ଗାତ୍ର ରେ ଆତ୍ମଗୋପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ପାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗୁମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ୟାନ୍ୟ ଗାତ୍ରରେ ଆତ୍ମଗୋପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।