1 Samuel 13:7 — Compare Translations
5 translations compared side by side
Odia - 1840
"ଏପରିକି ଏବ୍ରୀଯମାନେ ୟର୍ଦ୍ଦନ ନଦୀ ପାର ହାଇେ ଗାଦ୍ ଓ ଗିଲିଯଦ ରାଜ୍ଯକକ୍ସ୍ଟ ଖସି ପଳାଇଲେ। ଶାଉଲ କିନ୍ତୁ ଗିଲ୍ଗଲ ରେ ରହିଲେ। ତାଙ୍କ ସୈନ୍ଯବାହୀନିର ସମସ୍ତ ସୈନିକମାନେ ଭୟ ରେ ଥରିବାକକ୍ସ୍ଟ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଏବ୍ରୀୟମାନେ ଯର୍ଦ୍ଦନ ନଦୀ ପାର ହୋଇ ଗାଦ୍ ଓ ଗିଲିୟଦ ରାଜ୍ୟକୁ ଖସି ପଳାଇଲେ। ଶାଉଲ କିନ୍ତୁ ଗିଲ୍ଗଲ୍ରେ ରହିଲେ। ତାଙ୍କ ସୈନ୍ୟବାହିନୀର ସମସ୍ତ ସୈନିକମାନେ ଭୟରେ ଥରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ।