1 Samuel 13:8 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ କହିଲେ ସେ ଗିଲ୍ଗଲ ରେ ଶାଉଲଙ୍କ ଦଖାେ କରିବାକୁ ଆସିପାରନ୍ତି। ଶାଉଲ ସଠାେରେ ସାତଦିନ ଅପେକ୍ଷା କଲେ କିନ୍ତୁ ଶାମକ୍ସ୍ଟଯଲେ ଗିଲ୍ଗଲ ଆସିଲେ ନାହିଁ। ଏବଂ ସୈନିକମାନେ ଶାଉଲଙ୍କଠାରକ୍ସ୍ଟ ଧି ରେ ଧି ରେ ବିଦାଯନବୋ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ଵ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ ସେ ଗି‌ଲ୍‌ଗ‌ଲ୍‌ରେ ଶାଉଲଙ୍କୁ ଦେଖା କରିବାକୁ ଆସି ପାରନ୍ତି। ଶାଉଲ ସେଠାରେ ସାତ ଦିନ ଅପେକ୍ଷା କଲେ କିନ୍ତୁ ଶାମୁୟେଲ ଗି‌ଲ୍‌ଗଲ୍ ଆସିଲେ ନାହିଁ। ଏବଂ ସୈନିକମାନେ ଶାଉଲଙ୍କଠାରୁ ଧୀରେ ଧୀରେ ବିଦାୟନେବା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।