1 Samuel 13:9 — Compare Translations
5 translations compared side by side
Odia - 1840
"ଶାଉଲ କହିଲେ, ଏଥର ମାେ ପାଇଁ ହାମବେଳି ଓ ମଙ୍ଗଳାର୍ଥକବଳି ଆଣ। ଏବଂ ସେ ନିଜେ ହାମବେଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ କହିଲେ, ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ । ଆଉ ସେ ହୋମବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ କହିଲେ, “ଏଥର ମୋ’ ପାଇଁ ହୋମବଳି ଓ ମଙ୍ଗଳାର୍ଥକ ବଳି ଆଣ।” ଏବଂ ସେ ନିଜେ ହୋମବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ କହିଲେ, ଏଠାରେ ମୋ’ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ। ଆଉ ସେ ହୋମବଳି ଉତ୍ସର୍ଗ କଲେ।