1 Samuel 14:1 — Compare Translations
5 translations compared side by side
Odia - 1840
"ଏକଦିନ ଶାଉଲଙ୍କ ପକ୍ସ୍ଟତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ୟକ୍ସ୍ଟବାକକ୍ସ୍ଟ କହିଲା, ଗ୍ଭଲ ଆମ୍ଭେ ଉପତ୍ୟକାର ବିପରୀତ ଦିଗରକ୍ସ୍ଟ ପଲେଷ୍ଟୀୟଙ୍କ ଶିବିର ଆଡକକ୍ସ୍ଟ ୟିବା। କିନ୍ତୁ ଯୋନାଥନ ଏକଥା ତାଙ୍କ ବାପା ଶାଉଲଙ୍କକ୍ସ୍ଟ କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ- ଦଳ ନିକଟକୁ ଯାଉ । ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଏକଦିନ ଶାଉଲଙ୍କ ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲେ, “ଗ୍ଭଲ ଆମ୍ଭେ ଉପତ୍ୟକାର ବିପରୀତ ଦିଗରୁ ପଲେଷ୍ଟୀୟଙ୍କ ଶିବିର ଆଡ଼କୁ ଯିବା।” କିନ୍ତୁ ଯୋନାଥନ ଏ କଥା ତାଙ୍କ ବାପା ଶାଉଲଙ୍କୁ କହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ।” ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯାଉ। ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।