1 Samuel 14:10 — Compare Translations

5 translations compared side by side

Odia - 1840
"ଯଦି ପଲେଷ୍ଟୀୟମାନେ ଆମ୍ଭକକ୍ସ୍ଟ କହିବେ 'ଆମ୍ଭମାନଙ୍କ ପାଖକକ୍ସ୍ଟ ଉଠିଆସ' ତବେେ ଆମ୍ଭେ ସମାନଙ୍କେ ପାଖକକ୍ସ୍ଟ ୟିବା। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତ ରେ ସମାନଙ୍କେୁ ଦଇେଛନ୍ତି। ଆଉ ଏହା ଏକ ପରାଜଯର ଚିହ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପଲେଷ୍ଟୀୟମାନେ ଆମ୍ଭକୁ କହିବେ ‘ଆମ୍ଭମାନଙ୍କ ପାଖକୁ ଉଠି ଆସ’ ତେବେ ଆମ୍ଭେ ସେମାନଙ୍କ ପାଖକୁ ଯିବା। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ଦେଇଛନ୍ତି। ଆଉ ଏହା ଏକ ପରାଜୟର ଚିହ୍ନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।