1 Samuel 14:11 — Compare Translations

5 translations compared side by side

Odia - 1840
"ତବେେ ସେ ଦକ୍ସ୍ଟ ହେଁ ପଲେଷ୍ଟୀୟଙ୍କ ପ୍ରହରିମାନଙ୍କ ନିକଟରେ ଆପଣାଙ୍କକ୍ସ୍ଟ ଦଖାେ ଦେଲେ। ପଲେଷ୍ଟୀୟ ପ୍ରହରିମାନେ କହିଲେ, ଦେଖ! ଏବ୍ରୀଯ ଲୋକମାନେ ଯେଉଁ ଯେଉଁ ଗାତ ରେ ଲକ୍ସ୍ଟଚିଥିଲେ ସଠାେରକ୍ସ୍ଟ ଏବେ ବାହାରି ଆସକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ଦୁହେଁ ପଲେଷ୍ଟୀୟଙ୍କ ପ୍ରହରୀମାନଙ୍କ ନିକଟରେ ଆପଣଙ୍କୁ ଦେଖା ଦେଲେ। ପଲେଷ୍ଟୀୟ ପ୍ରହରୀମାନେ କହିଲେ, “ଦେଖ! ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାତରେ ଲୁଚିଥିଲେ ସେଠାରୁ ଏବେ ବାହାରି ଆସୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।