1 Samuel 14:12 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟ ଶିବିର ରେ ଥିବା ପ୍ରହରିମାନେ ବଡପାଟି ରେ ଯୋନାଥନ ଓ ତାଙ୍କ ଭୃତ୍ଯକକ୍ସ୍ଟ କହିଲେ, ଏଠାକକ୍ସ୍ଟ ଆସ, ଆମ୍ଭେ ତୁମ୍ଭେ ଦକ୍ସ୍ଟହିଁଙ୍କକ୍ସ୍ଟ ଉଚିତ ଶିକ୍ଷା ଦବେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା । ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟ ଶିବିରରେ ଥିବା ପ୍ରହରୀମାନେ ବଡ଼ ପାଟିରେ ଯୋନାଥନ ଓ ତାଙ୍କ ଭୃତ୍ୟକୁ କହିଲେ, “ଏଠାକୁ ଆସ, ଆମ୍ଭେ ତୁମ୍ଭେ ଦୁହିଁଙ୍କୁ ଉଚିତ୍ ଶିକ୍ଷା ଦେବୁ।” ଯୋନାଥନ ତାଙ୍କ ଭୃତ୍ୟକୁ କହିଲେ, “ମୋତେ ଅନୁସରଣ କରି ପାହାଡ଼ ପର୍ଯ୍ୟନ୍ତ ଆସ। ସଦାପ୍ରଭୁ ଆମ୍ଭକୁ ଇସ୍ରାଏଲଠାରୁ ପଲେଷ୍ଟୀୟକୁ ପରାଜୟ କରିବା ପାଇଁ ପଠାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା। ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, ମୋ’ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।