1 Samuel 14:13 — Compare Translations

5 translations compared side by side

Odia - 1840
"ଏଥି ରେ ଯୋନାଥନ ନିଜର ହାତ ଓ ଗୋଡ ଦଇେ ଉପରକକ୍ସ୍ଟ ଉଠିଗଲା ଓ ତାହାର ସାହାୟ୍ଯକାରୀ ତାଙ୍କ ପେଛ ପେଛ ଗଲା। ସମାନେେ ସହେି ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ, ଯୋନାଥନ ଆକ୍ରମଣ କଲା ଓ ଯେଉଁମାନେ ଆଗ ରେ ଥିଲେ ସମାନଙ୍କେୁ ହତ୍ଯା କଲା ଏବଂ ତାଙ୍କର ସାହାୟ୍ଯକାରୀ ପଛ ରେ ଯୋନାଥନଙ୍କ ଦ୍ବାରା ଆହତ ହାଇେଥିବା ଲୋକମାନଙ୍କୁ ହତ୍ଯା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯୋନାଥନ ନିଜର ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲେ ଓ ତାହାର ସାହାଯ୍ୟକାରୀ ତାଙ୍କ ପଛେ ପଛେ ଗଲା। ସେମାନେ ସେହି ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ, ଯୋନାଥନ ଆକ୍ରମଣ କଲେ ଓ ଯେଉଁମାନେ ଆଗରେ ଥିଲେ ସେମାନଙ୍କୁ ହତ୍ୟା କଲେ ଏବଂ ତାଙ୍କର ସାହାଯ୍ୟକାରୀ ପଛରେ ଯୋନାଥନଙ୍କ ଦ୍ୱାରା ଆହତ ହୋଇଥିବା ଲୋକମାନଙ୍କୁ ହତ୍ୟା କଲା। ଅଧା ଏକର ଜମିରେ ଯୋନାଥନ ଏବଂ ତାଙ୍କର ସାହାଯ୍ୟକାରୀ ପ୍ରଥମେ ଆକ୍ରମଣ ସମୟରେ କୋଡ଼ିଏ ଜଣଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।