1 Samuel 14:15 — Compare Translations
5 translations compared side by side
Odia - 1840
"ସମସ୍ତ ପଲେଷ୍ଟୀୟ ସୈନ୍ଯମାନେ ଯେଉଁମାନେ ସହେି କ୍ଷେତ୍ର ରେ ଥିଲେ, ଯେଉଁମାନେ ଛାଉଁଣୀ ରେ ଥିଲେ, ଯେଉଁମାନେ ଦକ୍ସ୍ଟର୍ଗ ରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରକ୍ସ୍ଟ ସାହାସୀ ସୈନ୍ଯମାନେ ମଧ୍ଯ ଭୟ କଲେ। ଯେପରି ସଠାେରେ ଭୂମିକଐ ହେଲା ଏହି ବିଭୀଷିକା ପରମେଶ୍ବର ପଠାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ⇧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ପଲେଷ୍ଟୀୟ ସୈନ୍ୟମାନେ ଯେଉଁମାନେ ସେହି କ୍ଷେତ୍ରରେ ଥିଲେ, ଯେଉଁମାନେ ଛାଉଁଣିରେ ଥିଲେ, ଯେଉଁମାନେ ଦୁର୍ଗରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରୁ ସାହସୀ ସୈନ୍ୟମାନେ ମଧ୍ୟ ଭୟ କଲେ। ଯେପରି ସେଠାରେ ଭୂମିକମ୍ପ ହେଲା ଏହି ବିଭୀଷିକା ପରମେଶ୍ୱର ପଠାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।