1 Samuel 14:16 — Compare Translations
5 translations compared side by side
Odia - 1840
"ସେତବେେଳେ ବିନ୍ଯାମୀନ ପ୍ରଦେଶର ଗିବିଯା ରେ ଶାଉଲଙ୍କ ସୈନ୍ଯମାନେ ଦେଖିଲେ ପଲେଷ୍ଟୀୟ ସୈନ୍ଯମାନେ ଏଣତେଣେେ ଦୌଡ଼ନ୍ତିକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ବିନ୍ୟାମୀନ ପ୍ରଦେଶର ଗିବିୟାରେ ଶାଉଲଙ୍କ ସୈନ୍ୟମାନେ ଦେଖିଲେ ପଲେଷ୍ଟୀୟ ସୈନ୍ୟମାନେ ଏଣେତେଣେ ଦୌଡ଼ୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।