1 Samuel 14:17 — Compare Translations
5 translations compared side by side
Odia - 1840
"ଶାଉଲ ତାଙ୍କ ୈସନ୍ଯମାନଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କୁ ଗଣନା କର। ମୁ ଜାଣିବାକକ୍ସ୍ଟ ଗ୍ଭ ହେଁ କିଏ ଛାଉଣୀ ତ୍ଯାଗ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଛି? ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ତାଙ୍କ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ ଗଣନା କର। ମୁଁ ଜାଣିବାକୁ ଗ୍ଭହେଁ କିଏ ଛାଉଣି ତ୍ୟାଗ କରିଛନ୍ତି।” ଯେତେବେଳେ ସେମାନେ ଗଣନା କରନ୍ତେ ଯୋନାଥନ୍ ଏବଂ ତାଙ୍କ ସାହାଯ୍ୟକାରୀ ଛାଉଣି ତ୍ୟାଗ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, “ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଅଛି?” ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଛି? ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।