1 Samuel 14:18 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ଶାଉଲ ଅହୀଯକକ୍ସ୍ଟ କହିଲେ, ଏଫୋଦକକ୍ସ୍ଟ ଏଠାକକ୍ସ୍ଟ ଆଣ। କାରଣ ସହେି ସମୟରେ ଅହୀଯ ଏଫୋଦ ପିନ୍ଧି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଅହୀୟକୁ କହିଲେ, ପରମେଶ୍ଵରଙ୍କ ସିନ୍ଦୁକ ଏଠାକୁ ଆଣ, କାରଣ ସେସମୟରେ ପରମେଶ୍ଵରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଶାଉଲ ଅହୀୟକୁ କହିଲେ, “ଏଫୋଦକୁ ଏଠାକୁ ଆଣ।” କାରଣ ସେହି ସମୟରେ ଅହୀୟ ଏଫୋଦ ପିନ୍ଧି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଅହୀୟକୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ,” କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ଅହୀୟକୁ କହିଲେ, ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ, କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।