1 Samuel 14:19 — Compare Translations
5 translations compared side by side
Odia - 1840
"ଶାଉଲ ଯାଜକ ଅହୀଯଙ୍କ ସହ କଥା ହବୋ ବେଳେ ପଲେଷ୍ଟୀୟ ଛାଉଣୀ ରେ ଆହକ୍ସ୍ଟରି ଆହକ୍ସ୍ଟରି କୋଳାହଳ ବଢିବାକକ୍ସ୍ଟ ଲାଗିଲା। ଶାଉଲ ଅର୍ଧୈୟ୍ଯ ହାଇେ ଉଠିଲେ ଏବଂ ଯାଜକ ଅହୀଯକକ୍ସ୍ଟ କହିଲେ, ବନ୍ଦ କର! ତକ୍ସ୍ଟମ୍ଭ ହାତ ଏଫୋଦରକ୍ସ୍ଟ କାଢିଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, କର୍ମ ବନ୍ଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଯାଜକ ଅହୀୟଙ୍କ ସହ କଥା ହେବା ବେଳେ ପଲେଷ୍ଟୀୟ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା। ଶାଉଲ ଅଧୈର୍ଯ୍ୟ ହୋଇ ଉଠିଲେ ଏବଂ ଯାଜକ ଅହୀୟକୁ କହିଲେ, “ବନ୍ଦ କର! ତୁମ୍ଭ ହାତ ଏଫୋଦରୁ କାଢ଼ିଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, “କର୍ମ ବନ୍ଦ କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, କର୍ମ ବନ୍ଦ କର।