1 Samuel 14:2 — Compare Translations
5 translations compared side by side
Odia - 1840
"ସେ ସମୟରେ ଶାଉଲ ଗିବିଯାର ପ୍ରାନ୍ତଭାଗ ରେ ମିଗ୍ରୋଣସ୍ଥ ଡାଳିମ୍ବଗଛ ମୂଳ ରେ ଥିଲେ। ପ୍ରାଯତଃ 600 ଲୋକ ତାଙ୍କ ପାଖ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ଵ ବୃକ୍ଷ ମୂଳରେ ଥିଲେ; ପୁଣି ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଶାଉଲ ଗିବିୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବଗଛ ମୂଳରେ ଥିଲେ। ପ୍ରାୟ 600 ଲୋକ ତାଙ୍କ ପାଖରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;