1 Samuel 14:20 — Compare Translations
5 translations compared side by side
Odia - 1840
"ଶାଉଲ ୈସନ୍ଯମାନଙ୍କୁ ଏକତ୍ରୀତ କରି ସମାନଙ୍କେୁ ୟକ୍ସ୍ଟଦ୍ଧଭୂମିକକ୍ସ୍ଟ ପଠାଇଲେ। ପଲେଷ୍ଟୀୟ ସୈନ୍ଯମାନେ ଏମିତି ଦ୍ବନ୍ଦ ରେ ପଡିଗଲେ ଯେ, ଏପରିକି ସମାନେେ ନିଜ ନିଜ ଖଡ୍ଗ ଆପଣା ସାଥୀ ସୈନ୍ଯ ବିରକ୍ସ୍ଟଦ୍ଧ ରେ ଉଠାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକି ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ଼୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସୈନ୍ୟମାନଙ୍କୁ ଏକତ୍ରିତ କରି ସେମାନଙ୍କୁ ଯୁଦ୍ଧଭୂମିକୁ ପଠାଇଲେ। ପଲେଷ୍ଟୀୟ ସୈନ୍ୟମାନେ ଏମିତି ଦ୍ୱନ୍ଦରେ ପଡ଼ିଗଲେ ଯେ, ଏପରିକି ସେମାନେ ନିଜ ନିଜ ଖଡ଼୍ଗ ଆପଣା ସାଥୀ ସୈନ୍ୟ ବିରୁଦ୍ଧରେ ଉଠାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି।