1 Samuel 14:22 — Compare Translations

5 translations compared side by side

Odia - 1840
"ସହେି ଇଶ୍ରାୟେଲୀୟ ଯେଉଁ ସୈନ୍ଯମାନେ ଇଫ୍ରଯିମ ପର୍ବତମଯ ଅଞ୍ଚଳ ରେ ଲକ୍ସ୍ଟଚି ଥିଲେ, ସମାନେେ ମଧ୍ଯ ସମ୍ବାଦ ଶକ୍ସ୍ଟଣି ୟକ୍ସ୍ଟଦ୍ଧ କ୍ଷେତ୍ର ରେ ପହନ୍ଚିଲେ ଓ ପଲେଷ୍ଟୀୟଙ୍କକ୍ସ୍ଟ ଗୋଡ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ଵାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଇସ୍ରାଏଲୀୟ ଯେଉଁ ସୈନ୍ୟମାନେ ଇଫ୍ରୟିମ ପର୍ବତମୟ ଅଞ୍ଚଳରେ ଲୁଚି ଥିଲେ, ସେମାନେ ମଧ୍ୟ ସମ୍ବାଦ ଶୁଣି ଯୁଦ୍ଧ କ୍ଷେତ୍ରରେ ପହଞ୍ଚିଲେ ଓ ପଲେଷ୍ଟୀୟଙ୍କୁ ଗୋଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।