1 Samuel 14:23 — Compare Translations

5 translations compared side by side

Odia - 1840
"ଏହିପରି ସଦାପ୍ରଭୁ ସଦେିନ ଇଶ୍ରାୟେଲୀୟମାନଙ୍କୁ ରକ୍ଷା କଲେ। ବୈଥାବନ ପର୍ୟ୍ଯନ୍ତ ୟକ୍ସ୍ଟଦ୍ଧ ବ୍ଯାପିଗଲା। ପ୍ରେତ୍ୟକକ ସୈନ୍ଯ ଶାଉଲଙ୍କ ସହିତ ଥିଲେ। ପ୍ରାଯତଃ 10,000 ଲୋକ ଶାଉଲଙ୍କକ୍ସ୍ଟ ସାହାର୍ୟ୍ଯ କରୁଥିଲେ। ଇଫ୍ରଯିମ ପର୍ବତ ଦେଶର ସମସ୍ତ ସହରକକ୍ସ୍ଟ ୟକ୍ସ୍ଟଦ୍ଧ ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବୈଥାବନ୍ର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ସଦାପ୍ରଭୁ ସେଦିନ ଇସ୍ରାଏଲୀୟମାନଙ୍କୁ ରକ୍ଷା କଲେ। ବୈଥାବନ ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। ପ୍ରତ୍ୟେକ ସୈନ୍ୟ ଶାଉଲଙ୍କ ସହିତ ଥିଲେ। ପ୍ରାୟ 10,000 ଲୋକ ଶାଉଲଙ୍କୁ ସାହାଯ୍ୟ କରୁଥିଲେ। ଇଫ୍ରୟିମ ପର୍ବତ ଦେଶର ସମସ୍ତ ସହରକୁ ଯୁଦ୍ଧ ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।