1 Samuel 14:24 — Compare Translations
5 translations compared side by side
Odia - 1840
"କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ । ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ଵାଦନ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ପୁନର୍ବାର ଏକ ଭୁଲ୍ କଲେ କିନ୍ତୁ ଶାଉଲ ସେଦିନ ପୁଣି ଏକ ଭୁଲ୍ କଲେ। ଯେତେବେଳେ ସୈନ୍ୟମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ହେଲେ, ଶାଉଲ ସେମାନଙ୍କୁ, “ଯଦି କୌଣସି ଲୋକ ସନ୍ଧ୍ୟା ପୂର୍ବରୁ କିମ୍ବା ଶତ୍ରୁ ବିନାଶ କରିବା ପୂର୍ବରୁ ଖାଦ୍ୟ ଗ୍ରହଣ କରେ, ତେବେ ସେ ଦଣ୍ତିତ ହେବ।” ସେ ସେମାନଙ୍କୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ୟ କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।