1 Samuel 14:25 — Compare Translations

5 translations compared side by side

Odia - 1840
"ୟକ୍ସ୍ଟଦ୍ଧ ହତେକ୍ସ୍ଟ ଲୋକମାନେ ବଣକକ୍ସ୍ଟ ଆସିଲେ। ସମାନେେ ମୃତ୍ତିକା ଉପରେ ମହକ୍ସ୍ଟଫଣୋ ଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଶଯାକ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ ହେତୁ ଲୋକମାନେ ବଣକୁ ଆସିଲେ। ସେମାନେ ମୃତ୍ତିକା ଉପରେ ମହୁଫେଣା ଥିବାର ଦେଖିଲେ। ସେମାନେ ମହୁଫେଣା ପାଖକୁ ଗଲେ କିନ୍ତୁ ଖାଇଲେ ନାହିଁ। ସେମାନେ ସେମାନଙ୍କର ପ୍ରତିଜ୍ଞା ଭାଙ୍ଗିଯିବାରେ ଭୟଥିଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।