1 Samuel 14:26 — Compare Translations

4 translations compared side by side

Odia - 1840
"ସମାନେେ ମହକ୍ସ୍ଟଫଣୋ ପାଖକକ୍ସ୍ଟ ଗଲେ କିନ୍ତୁ ଖାଇଲେ ନାହିଁ। ସମାନେେ ସମାନଙ୍କେର ପ୍ରତିଜ୍ଞା ଭାଙ୍ଗିୟିବା ରେ ଭୟଥିଲା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।