1 Samuel 14:28 — Compare Translations

5 translations compared side by side

Odia - 1840
"ଜଣେ ସୈନିକ ଯୋନାଥନକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ବାପା ୈସନ୍ଯମାନଙ୍କୁ ବାଧ୍ଯ କରିଛନ୍ତି ୟିଏ ଆଜି ଖାଇବ, ସେ ଦଣ୍ତିତ ହବେ। ତେଣୁ ଲୋକମାନେ ଖାଇ ନାହାଁନ୍ତି ଓ ଦୁର୍ବଳ ଅନକ୍ସ୍ଟଭବ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ । ମାତ୍ର ଲୋକମାନେ କ୍ଳା; ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସୈନିକ ଯୋନାଥନକୁ କହିଲା, “ତୁମ୍ଭ ବାପା ସୈନ୍ୟମାନଙ୍କୁ ବାଧ୍ୟ କରିଛନ୍ତି ଯିଏ ଆଜି ଖାଇବ, ସେ ଦଣ୍ତିତ ହେବ। ତେଣୁ ଲୋକମାନେ ଖାଇ ନାହାନ୍ତି ଓ ଦୁର୍ବଳ ଅନୁଭବ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ‘ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।’ ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।