1 Samuel 14:3 — Compare Translations
5 translations compared side by side
Odia - 1840
"ଐକାବୋଦର ଭ୍ରାତା ଅହୀଟକ୍ସ୍ଟବର ପକ୍ସ୍ଟତ୍ର ଯାଜକ ଅହିଯ ଏଫୋଦ ପିନ୍ଧି ସଠାେରେ ଥିଲା। ଐକାବୋଦ ପୀନହସର ପକ୍ସ୍ଟତ୍ର, ପୀନହସ ଶୀଲୋର ଯାଜକ ଏଲିର ପକ୍ସ୍ଟତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା । ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଯାଜକ ଅହିୟ ଏଫୋଦ ପିନ୍ଧି ସେଠାରେ ଥିଲା। ଐକାବୋଦ ପୀନହସ୍ର ପୁତ୍ର, ପୀନହସ୍ ଶୀଲୋର ଯାଜକ ଏଲିର ପୁତ୍ର। ଯୋନାଥନ ବାହାରକୁ ଯାଇଛି ବୋଲି ସେଠାରେ ଉପସ୍ଥିତ ଲୋକ ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।