1 Samuel 14:30 — Compare Translations
5 translations compared side by side
Odia - 1840
"ଯଦି ଆମ୍ଭେ ଲକ୍ସ୍ଟସ୍ଖିତ ହାଇେଥିବା ଖାଦ୍ୟ ଖାଇଥାନ୍ତକ୍ସ୍ଟ କେତେ ଭଲ ହାଇେଥାନ୍ତା? ଆମ୍ଭେ ଅଧିକାଂଶ ପଲେଷ୍ଟୀୟଙ୍କକ୍ସ୍ଟ ହତ୍ଯା କରିପାରିଥାନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ଵଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାʼନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ଲୁଣ୍ଠିତ ହୋଇଥିବା ଖାଦ୍ୟ ଖାଇଥା’ନ୍ତୁ କେତେ ଭଲ ହୋଇଥା’ନ୍ତା? ଆମ୍ଭେ ଅଧିକାଂଶ ପଲେଷ୍ଟୀୟଙ୍କୁ ହତ୍ୟା କରି ପାରିଥା’ନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।