1 Samuel 14:32 — Compare Translations
5 translations compared side by side
Odia - 1840
"ସମାନେେ ମେଣ୍ତା, ଗାଈ, ବାଛକ୍ସ୍ଟରୀ ପଲେଷ୍ଟୀୟଙ୍କଠାରକ୍ସ୍ଟ ଛଡାଇ ଆଣିଲେ। ଇଶ୍ରାୟେଲର ଲୋକମାନେ ଏତେ ଭୋକିଲା ହାଇେଥିଲେ ଯେ ସମାନେେ ପଶକ୍ସ୍ଟମାନଙ୍କୁ ହତ୍ଯା କରି ରକ୍ତମିଶା କଞ୍ଚାମାଂସ ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମେଣ୍ଢା, ଗାଈ, ବାଛୁରି ପଲେଷ୍ଟୀୟଙ୍କଠାରୁ ଛଡ଼ାଇ ଆଣିଲେ। ଇସ୍ରାଏଲର ଲୋକମାନେ ଏତେ ଭୋକିଲା ହୋଇଥିଲେ ଯେ ସେମାନେ ପଶୁମାନଙ୍କୁ ହତ୍ୟା କରି ରକ୍ତମିଶା କଞ୍ଚାମାଂସ ଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।