1 Samuel 14:33 — Compare Translations
5 translations compared side by side
Odia - 1840
"ଜଣେ ବ୍ଯକ୍ତି ଶାଉଲଙ୍କକ୍ସ୍ଟ କହିଲେ, ଦେଖନ୍ତକ୍ସ୍ଟ ଲୋକମାନେ ରକ୍ତମିଶା ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରୁଅଛନ୍ତି। ଶାଉଲ କହିଲେ, ତୁମ୍ଭେ ପାପ କରିଅଛ, ବର୍ତ୍ତମାନ ଗୋଟିଏ ପଥରେ ମାେ ସମ୍ମକ୍ସ୍ଟଖେ ଗକ୍ସ୍ଟଡାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି । ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ଵାସଘାତକ କର୍ମ କରିଅଛ; ଏକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତି ଶାଉଲଙ୍କୁ କହିଲେ, “ଦେଖନ୍ତୁ ଲୋକମାନେ ରକ୍ତମିଶା ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି।” ଶାଉଲ କହିଲେ, ତୁମ୍ଭେ ପାପ କରିଅଛ, ବର୍ତ୍ତମାନ ଗୋଟିଏ ପଥରେ ମୋ’ ସମ୍ମୁଖେ ଗୁଡ଼ାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।