1 Samuel 14:34 — Compare Translations

5 translations compared side by side

Odia - 1840
"ଶାଉଲ କହିଲେ, ୟାଅ ଓ ସମସ୍ତଙ୍କକ୍ସ୍ଟ କକ୍ସ୍ଟହ ସମାନଙ୍କେର ବଳଦ ଓ ମଷେ ମାେ ନିକଟକକ୍ସ୍ଟ ଆଣିବା ପାଇଁ। ତା'ପରେ ସମାନେେ ନିଶ୍ଚଯ ଏଠା ରେ ବଳଦ ଓ ମଷେକକ୍ସ୍ଟ ବଧ କରିବେ ଓ ଖାଇବେ। ରକ୍ତମିଶା କଞ୍ଚାମାଂସ ଖାଇ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର । ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ କହିଲେ, “ଯାଅ ଓ ସମସ୍ତଙ୍କୁ କୁହ ସେମାନଙ୍କର ବଳଦ ଓ ମେଷ ମୋ’ ନିକଟକୁ ଆଣିବା ପାଇଁ। ତା’ପରେ ସେମାନେ ନିଶ୍ଚୟ ଏଠାରେ ବଳଦ ଓ ମେଷକୁ ବଧ କରିବେ ଓ ଖାଇବେ। ରକ୍ତମିଶା କଞ୍ଚାମାଂସ ଖାଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କର ନାହିଁ।” That night everyone brought their animals and killed them there.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଶାଉଲ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଯାଇ ସେମାନଙ୍କୁ କୁହ, ‘ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର।’” ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋ’ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର। ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।