1 Samuel 14:35 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ଶାଉଲ ସଦାପ୍ରଭୁଙ୍କ ନିମନ୍ତେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଶାଉଲ ହିଁ ନିଜେ ସହେି ୟଜ୍ଞବଦେୀ ନିର୍ମାଣ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଶାଉଲ ସଦାପ୍ରଭୁଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କଲେ। ଶାଉଲ ହିଁ ନିଜେ ସେହି ଯଜ୍ଞବେଦି ନିର୍ମାଣ କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।