1 Samuel 14:37 — Compare Translations

5 translations compared side by side

Odia - 1840
"ତେଣୁ ଶାଉଲ ପରମେଶଓରଙ୍କୁ ପଚାରିଲେ, ମୁ ପଲେଷ୍ଟୀୟଙ୍କ ପଛ ରେ ୟିବି କି? ତୁମ୍ଭେ ଇଶ୍ରାୟେଲମାନଙ୍କୁ ପଲେଷ୍ଟୀୟଙ୍କକ୍ସ୍ଟ ପରାସ୍ତ କରିବାକୁ ଦବେ କି? କିନ୍ତୁ ପରମେଶ୍ବର ନୀରବ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ପରମେଶ୍ଵରଙ୍କ ନିକଟରେ ପଚାରିଲେ, ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ ପରମେଶ୍ୱରଙ୍କୁ ପଗ୍ଭରିଲେ, “ମୁଁ ପଲେଷ୍ଟୀୟଙ୍କ ପଛରେ ଯିବି କି? ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟଙ୍କୁ ପରାସ୍ତ କରିବାକୁ ଦେବ କି?” କିନ୍ତୁ ପରମେଶ୍ୱର ନୀରବ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ?” ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, ମୁଁ କ’ଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କ’ଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।