1 Samuel 14:38 — Compare Translations

5 translations compared side by side

Odia - 1840
"ତା'ପରେ ଶାଉଲ କହିଲେ, ସମସ୍ତ ନେତାମାନଙ୍କୁ ମାେ ପାଖକକ୍ସ୍ଟ ଡାକ। ଆସ ଆମ୍ଭେ ଖାଜେିବ, ଆଜି କିଏ ଏହି ପାପ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ କହିଲେ, ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ କହିଲେ, “ସମସ୍ତ ନେତାମାନଙ୍କୁ ମୋ’ ପାଖକୁ ଡାକ। ଆସ ଆମ୍ଭେ ଖୋଜିବା, ଆଜି କିଏ ଏହି ପାପ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ କହିଲେ, “ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ କହିଲେ, ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।