1 Samuel 14:39 — Compare Translations
5 translations compared side by side
Odia - 1840
"ମୁ ସଦାପ୍ରଭୁଙ୍କ ପାଖ ରେ ପ୍ରତିଜ୍ଞା କରୁଛି ୟିଏ ପାପ କରିଛି, ଏପରିକି ମାେ ପକ୍ସ୍ଟଅ ହାଇେଥିଲେ ବି ମୃତକ୍ସ୍ଟ୍ଯଦଣ୍ତ ରେ ଦଣ୍ତିତ ହବେ। ସମସ୍ତେ ନୀରବଦ୍ରଷ୍ଟା ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତା; ମରିବ । ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କ ପାଖରେ ପ୍ରତିଜ୍ଞା କରୁଛି ଯିଏ ପାପ କରିଛି, ଏପରିକି ମୋ’ ପୁଅ ହୋଇଥିଲେ ବି ମୃତ୍ୟୁଦଣ୍ଡରେ ଦଣ୍ତିତ ହେବ।” ସମସ୍ତେ ନୀରବଦ୍ରଷ୍ଟା ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ। ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।