1 Samuel 14:40 — Compare Translations

5 translations compared side by side

Odia - 1840
"ତା'ପରେ ଶାଉଲ ଇଶ୍ରାୟେଲୀୟମାନଙ୍କୁ କହିଲେ, ତୁମ୍ଭେ ଗୋଟିଏ କଡ ରେ ଛିଡା ହକ୍ସ୍ଟଅ। ମୁ ଏବଂ ମାେ ପକ୍ସ୍ଟଅ ଯୋନାଥନ ଅନ୍ୟ ପାଶର୍‌ବ ରେ ଛିଡା ହେଉଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା । ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଗୋଟିଏ କଡ଼ରେ ଛିଡ଼ା ହୁଅ। ମୁଁ ଏବଂ ମୋ’ ପୁଅ ଯୋନାଥନ ଅନ୍ୟ ପାର୍ଶ୍ୱରେ ଛିଡ଼ା ହେଉଛୁ।” ସୈନ୍ୟମାନେ ଉତ୍ତର ଦେଲେ, “ଆପଣ ଯାହା ଗ୍ଭହାନ୍ତି ପ୍ରଭୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।