1 Samuel 14:41 — Compare Translations
5 translations compared side by side
Odia - 1840
"ତା'ପରେ ଶାଉଲ ପ୍ରାର୍ଥନା କଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ କାହିଁକି ତୁମ୍ଭର ଦାସକକ୍ସ୍ଟ ଆଜି ଉତ୍ତର ଦଲେ ନାହିଁ? ଯଦି ମୁ କିମ୍ବା ମାେ ପକ୍ସ୍ଟଅ ଆଜି କିଛି ପାପ କରିଥାଉ, ତବେେ ଇଉରିମ୍ ଏବଂ ଇଶ୍ରାୟେଲୀୟ ପାପ କରିଥାନ୍ତି ତବେେ ଥକ୍ସ୍ଟମିଅମ୍ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ କହିଲେ, ଯଥାର୍ଥ (ନିଷ୍ପତ୍ତି) ଦିଅ । ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ ପ୍ରାର୍ଥନା କଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ କାହିଁକି ତୁମ୍ଭର ଦାସକୁ ଆଜି ଉତ୍ତର ଦେଲ ନାହିଁ? ଯଦି ମୁଁ କିମ୍ବା ମୋ’ ପୁଅ ଆଜି କିଛି ପାପ କରିଥାଉ, ତେବେ ଇଉରିମ୍ ଏବଂ ଇସ୍ରାଏଲୀୟ ପାପ କରିଥା’ନ୍ତି ତେବେ ଥୁମିଅମ୍ ଦିଅନ୍ତୁ।” ତହିଁରେ ଶାଉଲ ଓ ଯୋନାଥନ ବାଛି ନେଲେ ଏବଂ ଅନ୍ୟମାନେ ଛାଡ଼ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, ଯଥାର୍ଥ (ନିଷ୍ପତ୍ତି) ଦିଅ। ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।