1 Samuel 14:42 — Compare Translations
5 translations compared side by side
Odia - 1840
"ଏଥର ଶାଉଲ କହିଲେ, ମୁ କିମ୍ବା ମାେ ପକ୍ସ୍ଟଅ ଯୋନାଥନ ମଧିଅରେ ଗକ୍ସ୍ଟଲିବାଣ୍ଟ କର, ଏଥର ଯୋନାଥନ ନିର୍ଣ୍ଣିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲ କହିଲେ, ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର, ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥର ଶାଉଲ କହିଲେ, “ମୁଁ କିମ୍ବା ମୋ’ ପୁଅ ଯୋନାଥନ ମଧ୍ୟରେ ଗୁଲିବାଣ୍ଟ କର,” ଏଥର ଯୋନାଥନ ନିର୍ଣ୍ଣିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାଉଲ କହିଲେ, ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର, ତହିଁରେ ଯୋନାଥନ ନିର୍ଣ୍ଣିତ ହେଲା।