1 Samuel 14:43 — Compare Translations
5 translations compared side by side
Odia - 1840
"ଶାଉଲ ଯୋନାଥନଙ୍କକ୍ସ୍ଟ କହିଲେ, କକ୍ସ୍ଟହ, ତୁମ୍ଭେ କ'ଣ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶାଉଲ ଯୋନାଥନକୁ କହିଲେ, ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ । ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ଵାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଯୋନାଥନଙ୍କୁ କହିଲେ, “କୁହ, ତୁମ୍ଭେ କ’ଣ କରିଛ।” ଯୋନାଥନ ଶାଉଲଙ୍କୁ କହିଲା, “ମୁଁ କେବଳ ମୋ’ ବାଡ଼ିର ଅଗ୍ରଭାଗରେ ଅଳ୍ପ ମହୁ ଆହାର କରିଛି। ଏଇଥିପାଇଁ ମୁଁ କ’ଣ ମରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶାଉଲ ଯୋନାଥନକୁ କହିଲେ, ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ। ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।