1 Samuel 14:45 — Compare Translations
5 translations compared side by side
Odia - 1840
"ଏଥର ସୈନ୍ଯମାନେ ଶାଉଲଙ୍କକ୍ସ୍ଟ କହିଲେ,ଯୋନାଥନ ଆଜି ଇଶ୍ରାୟେଲକକ୍ସ୍ଟ ମହାଉଦ୍ଧାର କରିଛନ୍ତି। ଯୋନାଥନ ମରିବ, ଏହା କବେେ ହାଇେ ନ ପା ରେ। ଆମ୍ଭେ ଜୀବିତ ପରମେଶ୍ବରଙ୍କ ପାଖ ରେ ପ୍ରାର୍ଥନା କରୁଛକ୍ସ୍ଟ, କହେି ଯୋନାଥନଙ୍କକ୍ସ୍ଟ ହତ୍ଯା ତ ଦୂରର କଥା ମକ୍ସ୍ଟଣ୍ତରକ୍ସ୍ଟ ଗୋଟିଏ କେଶ ମଧ୍ଯ ତଳେ ପଡିବାକକ୍ସ୍ଟ ଦବେକ୍ସ୍ଟ ନାହିଁ। ପରମେଶ୍ବର ପଲେଷ୍ଟୀୟ କବଳରକ୍ସ୍ଟ ଇଶ୍ରାୟେଲକକ୍ସ୍ଟ ଉଦ୍ଧାର ପାଇଁ ଯୋନାଥନଙ୍କକ୍ସ୍ଟ ସାହାୟ୍ଯ କରିଛନ୍ତି। ତେଣୁ ଲୋକମାନ ଯୋନାଥନଙ୍କକ୍ସ୍ଟ ସାହାୟ୍ଯ କରିବେ, ତାଙ୍କୁ କବେେ ବି ହତ୍ଯା କରିବା ପାଇଁ ଦିଆୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ କାରଣ ସେ ଆଜି ପରମେଶ୍ଵରଙ୍କ ସହିତ କର୍ମ କରିଅଛିନ୍ତଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥର ସୈନ୍ୟମାନେ ଶାଉଲଙ୍କୁ କହିଲେ, “ଯୋନାଥନ ଆଜି ଇସ୍ରାଏଲକୁ ମହାଉଦ୍ଧାର କରିଛନ୍ତି। ଯୋନାଥନ ମରିବ, ଏହା କେବେ ହୋଇ ନ ପାରେ। ଆମ୍ଭେ ଜୀବିତ ପରମେଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛୁ, କେହି ଯୋନାଥନଙ୍କୁ ହତ୍ୟା ତ ଦୂରର କଥା ମୁଣ୍ଡରୁ ଗୋଟିଏ କେଶ ମଧ୍ୟ ତଳେ ପଡ଼ିବାକୁ ଦେବୁ ନାହିଁ। ପରମେଶ୍ୱର ପଲେଷ୍ଟୀୟ କବଳରୁ ଇସ୍ରାଏଲକୁ ଉଦ୍ଧାର ପାଇଁ ଯୋନାଥନଙ୍କୁ ସାହାଯ୍ୟ କରିଛନ୍ତି।” ତେଣୁ ଲୋକମାନ ଯୋନାଥନଙ୍କୁ ସାହାଯ୍ୟ କରିବେ, ତାଙ୍କୁ କେବେ ବି ହତ୍ୟା କରିବା ପାଇଁ ଦିଆଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।