1 Samuel 14:46 — Compare Translations

5 translations compared side by side

Odia - 1840
"ଶାଉଲ ପଲେଷ୍ଟୀୟମାନଙ୍କୁ ଗୋଡ଼ାଇଲେ ନାହିଁ ବରଂ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକକ୍ସ୍ଟ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ପଲେଷ୍ଟୀୟମାନଙ୍କୁ ଗୋଡ଼ାଇଲେ ନାହିଁ ବରଂ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।