1 Samuel 14:47 — Compare Translations

5 translations compared side by side

Odia - 1840
"ଶାଉଲ ସମଗ୍ର ଇଶ୍ରାୟେଲକକ୍ସ୍ଟ ନିଯନ୍ତ୍ରଣ କଲେ। ଶାଉଲ ଇଶ୍ରାୟେଲ ଚତକ୍ସ୍ଟର୍ଦ୍ଦିଗସ୍ଥିତ ସମସ୍ତ ଶତୃ ସହିତ ଅର୍ଥାତ୍ ମାୟୋବୀଯ, ଅେମ୍ମାନୀୟ, ଇଦୋମୀଯ, ସୋବାର ରାଜାଗଣ ଏବଂ ପଲେଷ୍ଟୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ସମସ୍ତ ଶତୃଙ୍କକ୍ସ୍ଟ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲ ଇସ୍ରାଏଲର ରାଜତ୍ଵ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ତ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଇସ୍ରାଏଲ ଶତ୍ରୁ ବିରୁଦ୍ଧରେ ଯୁଦ୍ଧକଲେ ଶାଉଲ ସମଗ୍ର ଇସ୍ରାଏଲକୁ ନିୟନ୍ତ୍ରଣ କଲେ। ଶାଉଲ ଇସ୍ରାଏଲ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ ଅର୍ଥାତ୍ ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୋବାର ରାଜାଗଣ ଏବଂ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ସମସ୍ତ ଶତ୍ରୁଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।
Odia IRV 2017 (ଓଡିଆ ବାଇବେଲ)