1 Samuel 14:48 — Compare Translations

5 translations compared side by side

Odia - 1840
"ଶାଉଲ ସାହାସୀ ଥିଲେ। ସେ ଇଶ୍ରାୟେଲୀୟମାନଙ୍କ ଲକ୍ସ୍ଟସ୍ଖନକାରୀଙ୍କକ୍ସ୍ଟ ଦମନ କଲେ। ସେ ଏପରିକି ଅମାଲକେୀଯମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ବୀରତ୍ଵ ପ୍ରକାଶ କଲେ ଓ ଅମାଲେକୀୟ-ମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସାହସୀ ଥିଲେ। ସେ ଇସ୍ରାଏଲୀୟମାନଙ୍କ ଲୁଣ୍ଠନକାରୀଙ୍କୁ ଦମନ କଲେ। ସେ ଏପରିକି ଅମାଲେକୀୟମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।