1 Samuel 14:49 — Compare Translations
5 translations compared side by side
Odia - 1840
"ଯୋନାଥନ, ୟିଶ୍ବି ଓ ମଲୀଶୂଯ ଶାଉଲଙ୍କର ତିନି ପକ୍ସ୍ଟତ୍ର ଥିଲେ। ମରେବ୍ ଓ ମୀଖଲ୍ ତାଙ୍କର ଜ୍ଯୋଷ୍ଠା ଓ କନିଷ୍ଠା କନ୍ଯା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋନାଥନ ଓ ଯିଶ୍ବି ଓ ମଲୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍ ଓ କନିଷ୍ଠାର ନାମ ମୀଖଲ୍,
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ, ଯିଶ୍ବି ଓ ମଲୀଶୂୟ ଶାଉଲଙ୍କର ତିନି ପୁତ୍ର ଥିଲେ। ମେରବ୍ ଓ ମୀଖଲ୍ ତାଙ୍କର ଜ୍ୟେଷ୍ଠା ଓ କନିଷ୍ଠା କନ୍ୟା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋନାଥନ ଓ ଯିଶ୍ବି ଓ ମଲ୍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍ ଓ କନିଷ୍ଠାର ନାମ ମୀଖଲ,
Odia IRV 2017 (ଓଡିଆ ବାଇବେଲ)
ଯୋନାଥନ ଓ ଯିଶ୍ବି ଓ ମଲ୍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍ ଓ କନିଷ୍ଠାର ନାମ ମୀଖଲ,