1 Samuel 14:5 — Compare Translations

5 translations compared side by side

Odia - 1840
"ଗୋଟିଏ ପଥର ଉତ୍ତର ଦିଗସ୍ଥ, ଉତ୍ତର ଆଡକ୍ସ୍ଟ ମିକ୍ମସ୍ ଆଡକକ୍ସ୍ଟ ଏବଂ ଅନ୍ୟ ପଥରଟି ଦକ୍ଷିଣସ୍ଥ ଗବୋ ଆଡାକକ୍ସ୍ଟ ମକ୍ସ୍ଟହାଁଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦ; ଉତ୍ତରଆଡ଼ ମିକ୍ମସ୍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ପଥର ଉତ୍ତର ଦିଗସ୍ଥ, ଉତ୍ତର ଆଡ଼କୁ ମି‌କ୍‌ମସ୍ ଆଡ଼କୁ ଏବଂ ଅନ୍ୟ ପଥରଟି ଦକ୍ଷିଣସ୍ଥ ଗେବା ଆଡ଼କୁ ମୁହାଁଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତର ଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।